ଭୁବନେଶ୍ୱର: ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ବୁଧବାର ପବନ ଅଗ୍ରଓ୍ଵାଲଙ୍କୁ ନିଯୁକ୍ତି ମିଳିଛି। ସେହିପରି ଉତ୍କଳ ବିଶ୍ୱବିଦ୍ୟାଳୟର ପିଜି କାଉନସିଲ ଚେୟାରମ୍ୟାନ ଭାବେ ସବିତା ଆଚାର୍ଯ୍ୟଙ୍କୁ ନିଯୁକ୍ତି ମିଳିଛି।
ଉତ୍କଳ ବିଶ୍ୱବିଦ୍ୟାଳୟ ଏବଂ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ମେ’ ୨ ରୁ ୪ ତାରିଖ ମଧ୍ୟରେ ହେବାକୁ ଥିବା ସମସ୍ତ ପରୀକ୍ଷା ବାତିଲ କରି ଦିଆଯାଇଛି।