ଆସନ୍ତା ଏପ୍ରିଲ ୧୧ ତାରିଖରେ ଅନୁଷ୍ଠିତ ହେବ ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ୪ଟି ଲୋକସଭା ଏବଂ ୨୮ଟି ବିଧାନସଭା କ୍ଷେତ୍ର ପାଇଁ ଏହି ନିର୍ବାଚନ ହେବ। ଏଥିପାଇଁ ନାମାଙ୍କନ ଦାଖଲର ଆଜି ଶେଷ ଦିନ ଥିବାବେଳେ ବିଭିନ୍ନ ଦଳର ପ୍ରାର୍ଥୀ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି।