Breaking News

ବେଦାନ୍ତରେ ନିଆଁ: ୭ ଶ୍ରମିକ ଗୁରୁତର

ଝାରସୁଗୁଡ଼ା: ଝାରସୁଗୁଡ଼ା ସ୍ଥିତ ବେଦାନ୍ତ କାରଖାନାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୭ ଶ୍ରମିକ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି।ଜିଏବି ଅଏଲ ରିଫ୍ଲେରରେ ବିସ୍ଫୋରଣ ପରେ ଏହି ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ତେବେ କେଉଁ କାରଣ ପାଇଁ ଏହି ଅଗ୍ନିକାଣ୍ଡ ଘଟିଛି ତାହାର ପ୍ରକୃତ କାରଣ ଜଣାପଡ଼ିନାହିଁ। ଘଟଣାସ୍ଥଳରେ ପହଞ୍ଚି ଦମକଳ ବାହିନୀ  ନିଆଁକୁ ଆୟତ୍ତ କରିଛି।

Related Articles

error: Content is protected !!
Close