ମୟୂରଭଞ୍ଜ ଜିଲ୍ଲା ଉଦଳା କ୍ଷୁଦ୍ର ଜଳ ସେଚନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ନୀଳକଣ୍ଠ ପାଢ଼ୀଙ୍କ ଘରେ ଆଜି ଭିଜିଲାନ୍ସ ଚଢ଼ାଉ ହୋଇଛି।

ବାଲେଶ୍ୱର:ପାଢୀଙ୍କ ନାଁରେ ପୂର୍ବରୁ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା।ଅଭିଯୋଗ ପାଇବା ପରେ ଆଜି ବାଲେଶ୍ୱର ଭିଜିଲାନ୍ସ ଟିମ୍‌ ପକ୍ଷରୁ ପାଢୀଙ୍କ ଘର, କାର୍ଯ୍ୟାଳୟ ସମେତ ୬ଟି ସ୍ଥାନରେ ଏକକାଳୀନ ଚଢଉ ହୋଇଛି।   ଭିଜିଲାନ୍ସ ଟିମ୍‌ ପାଢୀଙ୍କ କାର୍ଯ୍ୟାଳୟରୁ ବିଭିନ୍ନ କାଗଜପତ୍ର ମଧ୍ୟ ଜବତ କରିଛି ।

error: Content is protected !!