-
ଚାଷୀଙ୍କୁ ନେଇ ହରଡ଼ଘଣାରେ କୃଷିମନ୍ତ୍ରୀ: ୨୦୦୧ରୁ ୧୧ ମଧ୍ୟରେ କୃଷକ ସଂଖ୍ୟା ସରକାରଙ୍କୁ ଜଣାନାହିଁ
-
ଭାଜପା ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ନେଇ ଗୃହରେ ହଙ୍ଗାମା: ହଟ୍ଟଗୋଳ, ଗୃହ ମୁଲତବୀ
-
ଉପବାଚସ୍ପତି ନିର୍ବାଚନ ଘୋଷଣା: ରଜନୀକାନ୍ତଙ୍କୁ ପ୍ରାର୍ଥୀ କଲା ବିଜେଡି
-
ଜୁଲାଇ ପହିଲା ଯାଏ ବିଚାର ବିଭାଗୀୟ ହାଜତରେ ରହିବେ ପାଟଣାଗଡ଼ ବିଧାୟକ
-
ମାଲକାନଗିରି ଜିଲା ଚିକିତ୍ସାଳୟ: ସେବା ଛାଡ଼ି ଟିକ୍ଟକ୍ରେ ମାତୁଛନ୍ତି ନର୍ସ, ଭିଡିଓ ଭାଇରାଲ
-
ଭଦ୍ରକ ମଦ ମୃତ୍ୟୁ ମାମଲା: ବିଧାୟକ ବ୍ୟୋମକେଶଙ୍କ ବିରୋଧରେ ଏନ୍ଏଚ୍ଆରସିରେ ଫେରାଦ ହେଲା ଭାଜପା
-
ଉତ୍କଳ ବିଶ୍ୱବିଦ୍ୟାଳୟ ଯୁକ୍ତ୩ ପରୀକ୍ଷାଫଳ ପ୍ରକାଶ:କଳା ପାସ୍ ହାର ୭୧%, ବିଜ୍ଞାନ ୯୨%, ବାଣିଜ୍ୟ ୮୩%
-
ଏୟାର ଇଣ୍ଡିଆ ସମେତ ୨୮ କମ୍ପାନୀ ବିକିବେ ମୋଦି ସରକାର: ମିଳୁ ନାହାଁନ୍ତି ମନ ପସନ୍ଦର କ୍ରେତା
-
୨୦୩୦ ସୁଦ୍ଧା ରୋବଟ ଯୋଗୁ ୨ କୋଟିରୁ ଅଧିକ ଲୋକ ହରାଇବେ ଚାକିରି
-
କୈଳାସ ମାନସରୋବର ଯାତ୍ରା: ନେପାଳ ହିଲ୍ସାରେ ଫସିଛନ୍ତି ୪୪ ଭାରତୀୟ
-
ମହାକାଶରେ ପୁରୁଷଙ୍କ ବିନା ମହିଳା ସନ୍ତାନ ସମ୍ଭବା ହୋଇପାରିବେ। ଏହାଦ୍ୱାରା ଏବେ କେବଳ ଶୁକ୍ରାଣୁର ଉପଯୋଗ କରାଯାଇ ମହାକାଶରେ ଥିବା ମହିଳା ସନ୍ତାନଙ୍କୁ ଜନ୍ମ ଦେଇପାରିବେ।
-
ଆତଙ୍କବାଦ ବିରୋଧରେ ପାକିସ୍ତାନକୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ହେବ ବୋଲି ଫାଇନାନ୍ସିଆଲ ଆକ୍ସନ ଟାସ୍କଫୋର୍ସ (ଏଫ୍ଏଟିଏଫ୍)ର ଚେତାବନୀ
-
କୌଣସି କମ୍ପାନୀର ଏକାଧିକ ରାଜ୍ୟରେ ଅଫିସ ଥିଲେ ତାହା ଜିଏସ୍ଟି ଅଧୀନକୁ ଆସିବ ବୋଲି କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି।
-
୨୦୧୯-୨୦ ଆର୍ଥତ୍କ ବର୍ଷରେ ଓଡ଼ିଶାର ଜଗତସିଂହପୁରରେ ଏକ ପ୍ଲାଷ୍ଟିକ ପାର୍କ ସ୍ଥାପନ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି।